ଶିଶୁ ଦିବସ: ପଣ୍ଡିତ ଜବାହାର ଲାଲ୍ ନେହେରୁଙ୍କ ଜନ୍ମତିଥୀ, ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ସାଙ୍ଗକୁ ପ୍ରତିଯୋଗିତା
ଭୁବନେଶ୍ୱର ୧୪/୧୧: ଆଜିର ଶିଶୁ ହେଉଛନ୍ତି ଆସନ୍ତା କାଲିର ନାଗରିକ। ଦେଶର ଭବିଷତ ହେଉଛନ୍ତି ଆଜିର ଛୋଟ ଶିଶୁ। ଆମ ଦେଶରେ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ଭାବରେ ପାଳନ କରାଯାଏ। କାରଣ ଶିଶୁମାନଙ୍କୁ ଭଲ ପାଉଥିବା ଚାଚା ନେହେରୁଙ୍କ ଏହା ହେଉଛି ଜନ୍ମଦିନ । ସୂଚନା ଥାଉକି, ଆମ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହେଉଛନ୍ତି ଚାଚା ନେହେରୁ । ପୁରା ନାମ ପଣ୍ଡିତ ଜବାହାରଲାଲ ନେହେରୁ । ନଭେମ୍ବର ୧୪ ଅର୍ଥାତ ଶିଶୁ […]









