ବିଧାନସଭାରେ ପିଏମ୍ଜି ତାତି, ଦିନତମାମ ଅଚଳ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚା କର୍ମୀ ଓ ପୁଲିସ୍ ମଧ୍ୟରେ ଗତ ମଙ୍ଗଳବାର ଦିନ ହୋଇଥିବା ସଂଘର୍ଷକୁ ନେଇ ବୁଧବାର ଦିନ ବିଧାନସଭା ହୁଲସ୍ତୁଲ ହୋଇଛି। ଏହି ପ୍ରସଙ୍ଗକୁ ଗଣ୍ଠି କରି ବିଜେପି ଲଗାତାର ଭାବେ ସରକାରଙ୍କୁ ଟାର୍ଗେଟ୍ କରିଥିଲା। ବିଜେଡି […]









