ବିବାହ କଲେ ବିଧାୟକ ଦିବ୍ୟଶଙ୍କର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭବାନୀପାଟଣା /ପିପିଲି : ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଭୁବନେଶ୍ୱର-ପିପିଲି ରାସ୍ତାର ଆଡଭେଞ୍ଚର୍ ହୋଟେଲ୍ ଆଣ୍ଡ ରିସର୍ଟରେ ଗୋଲାମୁଣ୍ଡା ବ୍ଲକ୍ ଦେକୋଟ ଗ୍ରାମର ସଫ୍ଟୱେର୍ ଇଞ୍ଜିନିୟର ପ୍ରିୟଙ୍କା ଅଗସ୍ତିଙ୍କ ସହିତ ତାଙ୍କର […]









