ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ମାର୍ଚ ୫ରେ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଆ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା(ଓଏଭିଇଟି-୨୦୨୩) ଓ ଓଡ଼ିଆ ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା(ଓଏମ୍ଏଭିଇଟି-୨୦୨୩) ଆସନ୍ତା ମାର୍ଚ ୫ତାରିଖରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ରାଜ୍ୟର ୯୨୯ଟି ପରୀକ୍ଷା କେନ୍ଦ୍ରରେ […]









