କଟକରେ ଦେଶର ସର୍ବବୃହତ ଆଇଏମ୍ଏ ସମ୍ମେଳନ କେନ୍ଦ୍ର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ଭାରତୀୟ ଚିକିତ୍ସକ ସଂଘ (ଆଇଏମଏ) ଓଡ଼ିଶା ଶାଖାର ରାଣୀହାଟରେ ଥିବା ରାଜ୍ୟ ସମ୍ମେଳନ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଇଏମ୍ଏର ଭୂମିକା […]









