ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ, ଦିନକରେ ୪୯ ପଜିଟିଭ୍, କଟକରେ ସର୍ବାଧିକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ କରୋନା ସଂକ୍ରମଣରେ ୪୪ ପ୍ରତିଶତ ବୃଦ୍ଧି ହୋଇଛି। ଗତକାଲି ରାଜ୍ୟରେ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ରାଜ୍ୟର ଧୀରେ […]









