ଏପ୍ରିଲ ୫ରୁ ପୁଣିଥରେ ‘ଆହେ ନୀଳଶଇଳ’
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ମଞ୍ଚ ନାଟକଠାରୁ ଓଡ଼ିଆ ଦର୍ଶକ ମୁହଁ ଫେରାଇ ନେଉଛନ୍ତି ବୋଲି ଚର୍ଚ୍ଚା ହେଉଥିବା ବେଳେ ବାରମ୍ବାର ପୂର୍ଣ୍ଣ ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇ ଏ କଥାକୁ ଭୁଲ୍ ପ୍ରମାଣିତ କରିଛି ‘ଚକଲେଟ୍ ପ୍ରଡକସନ୍ସ’ ପ୍ରଯୋଜିତ ଐତିହାସିକ ନାଟକ ‘ଆହେ ନୀଳଶଇଳ’। […]









