କନ୍ଦରପୁର ଟୋଲ ଗେଟ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଜଳିଗଲେ ଦୁଇ ବାଇକ୍ ଆରୋହୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: କନ୍ଦରପୁର ଟୋଲ ଗେଟ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣ ଯୁବକ ଜଳିଯାଇଥିବା ସୂଚନା ମିଳିଛି। ଗତକାଲି ରାତି ପ୍ରାୟ ୨ଟା ସମୟରେ ଏହି ଅଘଟଣ ଘଟିଛି। ସୂଚନାନୁସାରେ ଗତକାଲି ରାତି ପ୍ରାୟ ୨ଟା ସମୟରେ କଟକ-ପାରାଦ୍ବୀପ […]









