ବିଏମ୍ସିକୁ ଶକ୍ତ ଧକ୍କା: ହୋଲଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ହାଇକୋର୍ଟରେ ରଦ୍ଦ, ଗୃହ ମାଲିକ ଆଶ୍ବସ୍ତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ/ଭୁବନେଶ୍ବର : ଭୁବନେଶ୍ବରରେ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)କୁ ଶକ୍ତ ଧକ୍କା ଲାଗିଛି। ଏହି ନିଷ୍ପତ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍.ମୁରଲୀଧର ଓ ଜଷ୍ଟିସ ଏମ.ଏସ୍.ରମଣଙ୍କୁ […]









