ଆଜି ସରିବ ସମ୍ପତ୍ତି ତାଲିକା ଦାଖଲ ଅବଧି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ଜାନୁଆରି ୩୧, ୨୦୨୩ ସୁଦ୍ଧା ସମସ୍ତ ସରକାରୀ ଚାକିରିଆ (ଗ୍ରୁପ୍-ଏରୁ ଗ୍ରୁପ୍ ଡି ପର୍ଯ୍ୟନ୍ତ) ସେମାନଙ୍କର ଜାନୁଆରି ୧, ୨୦୨୨ ପର୍ଯ୍ୟନ୍ତ ଥିବା ସମସ୍ତ ସମ୍ପତ୍ତିର ବାର୍ଷିକ ତାଲିକା ଦାଖଲ କରିବେ। ଏଚ୍ଆର୍ଏମ୍ଏସ୍ […]









