ନବରଙ୍ଗପୁର: ଆବଶ୍ୟକ ଭିତ୍ତିଭୂମି ନଥିବାରୁ କ୍ରୀଡ଼ାରୁ ମୁହଁ ଫେରାଉଛନ୍ତି ଯୁବବର୍ଗ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ତେନ୍ତୁଳିଖୁଣ୍ଟି : କ୍ରୀଡ଼ା ଓ କ୍ରୀଡ଼ାବିତ୍ଙ୍କ ବିକାଶ ନିମନ୍ତେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ସଦର ମହକୁମାରେ ଖେଳ ପଡ଼ିଆ ନଥିବାରୁ କ୍ରୀଡ଼ାବିତ୍ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। କ୍ରୀଡ଼ା ନିମନ୍ତେ ଆବଶ୍ୟକ […]









