କନେଷ୍ଟବଳ ନିଯୁକ୍ତି ବୟସସୀମା କୋହଳ ହେବ: ହାଇକୋର୍ଟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: କନେଷ୍ଟବଳ ପଦରେ ନିଯୁକ୍ତି ପାଇଁ ସର୍ବୋଚ୍ଚ ବୟସସୀମା ୪ ବର୍ଷ କୋହଳ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୨ ଡିସେମ୍ବର ୩୦ରେ ଓଡ଼ିଶା ପୁଲିସ ରାଜ୍ୟ ଚୟନ ବୋର୍ଡ (ଏସଏସବି) ପକ୍ଷରୁ ୪ ହଜାର ୭୯୦ କନେଷ୍ଟବଳ ପଦରେ ନିଯୁକ୍ତି […]









