ହ୍ୟୁମାନଙ୍କ ବିରୋଧରେ ସାଂଘାତିକ ଅଭିଯୋଗ: ଧର୍ମ ପରିବର୍ତ୍ତନ ପାଇଁ ପଡ଼ୁଥିଲା ଚାପ!
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରେୟା ମିଶ୍ର ଗୁରୁବାର ଦିନ କଟକ ମହିଳା ଥାନାରେ ହାଜର ହୋଇଛନ୍ତି। ପୁଲିସ ଉଭୟ ପତିପତ୍ନୀ, ସେମାନଙ୍କ ପରିବାର ଲୋକ ଓ ଓକିଲଙ୍କୁ ବସାଇ ଆଲୋଚନା କରିଛି। କିନ୍ତୁ, […]









