ହାତୀ ସୁରକ୍ଷା ପ୍ରସଙ୍ଗ: ଆକ୍ସନ୍ ପ୍ଲାନ୍ ତୁରନ୍ତ କାର୍ଯ୍ୟକାରୀ ଉପରେ ହାଇକୋର୍ଟଙ୍କ ଗୁରୁତ୍ବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: ରାଜ୍ୟରେ ଜାରି ରହିଥିବା ହାତୀ ମୃତ୍ୟୁ ଘଟଣାକୁ ନେଇ ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। ହାତୀଙ୍କ ସୁରକ୍ଷା ପାଇଁ ପ୍ରସ୍ତୁତ ଆକ୍ସନ୍ ପ୍ଲାନ୍ ତୁରନ୍ତ କାର୍ଯ୍ୟକାରୀ ଉପରେ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର୍ ଜଷ୍ଟିସ୍ ଏସ୍. ମୁରଲୀଧର […]









