ଚୀନ୍ ସୀମାନ୍ତରେ ଯେକୌଣସି ପରିସ୍ଥିତି ପାଇଁ ଭାରତ ପ୍ରସ୍ତୁତ: ସେନାମୁଖ୍ୟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବେଙ୍ଗାଲୁରୁ : ଭାରତୀୟ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ରବିବାର କହିଛନ୍ତି ଯେ ଭାରତ ତା’ର ସୁରକ୍ଷା ବ୍ୟବସ୍ଥା ଖୁବ୍ କଡ଼ାକଡ଼ି କରିଛି ଏବଂ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍ଏସି) ନିକଟରେ ଚୀନ୍ ପଟୁ ଯେକୌଣସି ଆହ୍ବାନ ଆସିଲେ ବି ତା’ର […]









