ରାଜ୍ୟରେ ୧୭ ଓ ୧୮ରେ ବର୍ଷା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ କମ୍ ରହିଥିବା ବେଳେ ଶନିବାର ମଧ୍ୟରାତି ଓ ରବିବାର ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ଗତକାଲି ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟଠାରେ ୭.୫ ଡିଗ୍ରି ରେକର୍ଡ ହୋଇଥିଲା। ସେହିପରି ଦାରିଙ୍ଗବାଡ଼ିରେ ୧୦ ଡିଗ୍ରି, […]









