‘ଗଜ’ରେ ଆସନ୍ତି ‘ଗଜଲକ୍ଷ୍ମୀ’
ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରତିବର୍ଷ କୁମାର ପୂର୍ଣ୍ଣମୀଠାରୁ ଗଜଲକ୍ଷ୍ମୀ ପୂଜାର ଆରମ୍ଭ ହୁଏ। ଦେବୀ ଲକ୍ଷ୍ମୀଙ୍କର ବିଭିନ୍ନ ରୂପ ମଧ୍ୟରୁ ଏହି ରୂପ ଗୋଟିଏ। ଏଥିରେ ତାଙ୍କର ଦୁଇ ପାଶ୍ୱର୍ରେ ଦୁଇଟି ଗଜ ବା ହାତୀ ରହି କଳସରେ ଜଳ ଢାଳୁଥାଆନ୍ତି। ଏହି ନାମର ଆଉ ଏକ ତାତ୍ପର୍ଯ୍ୟ ମଧ୍ୟ ଅଛି। ତାହା ହେଉଛି- କୁମାର ପୂର୍ଣ୍ଣିମା ରାତିର ଶେଷ ପ୍ରହରରେ ଦେବୀ ଲକ୍ଷ୍ମୀ ଗଜବାହନରେ ପୃଥିବୀକୁ ଆସନ୍ତି ବୋଲି ତାଙ୍କର ନାମ ଗଜଲକ୍ଷ୍ମୀ ହୋଇଛି। ଏ […]