କଳା ଓ ସଂସ୍କୃତି ଧର୍ମ

ଭଗବାନ ଗଣେଶଙ୍କୁ ପ୍ରସନ୍ନ କରିବାକୁ ୫ଟି ସରଳ ଉପାୟ: ଦୂର ହୁଏ ବାଧାବିଘ୍ନ, ପୂରଣ ହୋଇଥାଏ ମନୋସ୍କାମନା

ଭୁବନେଶ୍ୱର ୦୭/୧୦ : ବୁଧବାର ଦିନ ବିଧି ବିଧାନ ଅନୁସାରେ ଭଗବାନ ଗଣେଶଙ୍କୁ ପୂଜା କରାଯାଇଥାଏ। ବୁଧବାର ଦିନ ଭଗବାନ ଗଣେଶଙ୍କର। ବିଧି ବିଧାନ ଅନୁଯାୟୀ ପୂଜା କଲେ ଭଗବାନ ଗଣେଶ ପ୍ରସନ୍ନ ହୋଇ ଭକ୍ତଙ୍କ ସଙ୍କଟ ଦୂର କରିଥାନ୍ତି ଓ ମନୋସ୍କାମନା ପୂରଣ କରିଥାନ୍ତି। ହିନ୍ଦୁ ଧର୍ମରେ ଯେକୌଣସି ଶୁଭ କାର୍ଯ୍ୟ କରିବା ପୂର୍ବରୁ ଗଣେଶଙ୍କୁ ଆରାଧନା କରାଯାଇଥାଏ। ଗଣେଶ ରିଦ୍ଧି-ସିଦ୍ଧି ଦାତା ଓ ଶୁଭ-ଲାଭ ପ୍ରଦାତା। ଗଣେଶ ଭକ୍ତଙ୍କ ବାଧାବିଘ୍ନ, ସଙ୍କଟ, ରୋଗ ଦୋଷ […]