ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା
ଭୁବନେଶ୍ୱର: ଓଡ଼ିଶା ଆଗାମୀ ୧୦ ବର୍ଷ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଟୋକିଓ ଅଲିମ୍ପିକ୍ସ-୨୦୨୦ ଲୋକସେବା ଭବନରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଓଡ଼ିଶା ୨୦୩୩ ଯାଏଁ ଭାରତୀୟ ପୁରୁଷ ଓ ହକି ଟିମ୍ର ପ୍ରାୟୋଜକ ରହିବ। ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରାଯିବା ଅବସରରେ ଘୋଷଣା। ସୂଚନାଯୋଗ୍ୟ, ଟୋକିଓ ଅଲିମ୍ପିକ୍ସ ଖେଳିଥିବା ଉଭୟ ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍କୁ ରାଜ୍ୟ ସରକାର […]