ବିହାରରେ ନିର୍ଭୟା କାଣ୍ଡର ପୁନରାବୃତ୍ତି, ବସ୍ରେ ନାବାଳିକାଙ୍କୁ ନିଶା ଦେଇ ଗଣଦୁଷ୍କର୍ମ ଅଭିଯୋଗ
ଚମ୍ପାରଣ ୮।୬: ବିହାର ପଶ୍ଚିମ ଚମ୍ପାରଣରେ ଦେଖିବାକୁ ମିଳିଛି ଦିଲ୍ଲୀ ନିର୍ଭୟା କାଣ୍ଡ । ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଛି । ବସ୍ରେ ନାବାଳିକାଙ୍କୁ ଡ୍ରାଇଭର, କଣ୍ଡକ୍ଟରଙ୍କ ସମେତ ଅନ୍ୟମାନେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ନାବାଳିକା ଜଣଙ୍କ ପାଟନା ଯିବାକୁ ବସଷ୍ଟାଣ୍ଡରେ ଠିଆ ହୋଇଥିବା ବେଳେ ବସ୍ କର୍ମଚାରୀ ତାଙ୍କୁ ଡାକି ନେଇଥିଲା । ପରେ ଡ୍ରାଇଭର ବସ୍କୁ ବାଇପାସ୍ ରୋଡ୍ ନେଇଯାଇଥିଲା । ନାବାଳିକାଙ୍କୁ ପାନୀୟରେ ନିଶା ଦେଇଥିଲେ ବସ୍ […]