ପୋଲ ତଳକୁ ଖସିଲା ବସ୍; ୨ ମୃତ, ବହୁ ଆହତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଢେଙ୍କାନାଳ: ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡା ଜିଲ୍ଲାର ଇଚ୍ଛାପୁରକୁ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ୫୫ ନମ୍ବର ଜାତୀୟ ରାଜପଥର ସିମିନଈ ପଞ୍ଚୁବଟି ନିକଟରେ ଭାରସାମ୍ୟ ହରାଇ ହଠାତ୍ ପୋଲ ତଳକୁ ଖସି ପଡିଥିଲା। ଫଳରେ ବସ୍ରେ ଥିବା ଯାତ୍ରୀଙ୍କ […]









