ଗୁରୁଚାପ ପ୍ରଭାବ, ଜାରି ରହିବ ଘନ କୁହୁଡ଼ି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ଯୋଗୁଁ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ବିଶେଷ ହ୍ରାସ ହେବାର ସମ୍ଭାବନା ନାହିଁ। ଆସନ୍ତା ୪ଦିନ ମଧ୍ୟ ଏମିତି ସ୍ଥିତି ଜାରି ରହିବ। କିନ୍ତୁ ଗୁରୁଚାପ ପ୍ରଭାବରେ ଆସନ୍ତାକାଲିକୁ ମିଶାଇ […]









