୫ଟି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଲେ ଅପରାଜିତା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟ ସରକାରଙ୍କୁ ପୁଣି ଥରେ ଟାର୍ଗେଟ୍ କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ପ୍ରଦାନ କରୁଥିଲେ ମଧ୍ୟ ସେ ସବୁ କିଭଳି ହିତାଧିକାରୀଙ୍କ ପାଖରେ ପହଞ୍ଚିବ ସେ ନେଇ […]









