ଜାନୁଆରି ୧୨ରେ ହୁବୁଲିଠାରେ ହେବ ଜାତୀୟ ଯୁବ ଉତ୍ସବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଳୀ: ଛବିଶତମ ଜାତୀୟ ଯୁବ ଉତ୍ସବ ଚଳିତ ବର୍ଷ କର୍ଣ୍ଣାଟକର ଧାର୍ୱାଡ ଜିଲ୍ଲା ଅନ୍ତର୍ଗତ ହୁବୁଲିଠାରେ ଆୟୋଜିତ ହେଉଛି। କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ଉତ୍ସବ ଜାନୁଆରି ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। […]









