ତୁଳସୀ ମୁଣ୍ଡା ପାଇବେ ‘ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ’
ପୁରୀ : ପୁରୀ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଏକାଦଶ ବାର୍ଷିକ ଉତ୍ସବ ଆସନ୍ତା ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଓ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍ଘାଟକ ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ ଓ ଶ୍ରୀଜଗନ୍ନାଥ ଚେତନାର ପ୍ରଚାରକ ଶଙ୍କର୍ଷଣ ମଙ୍ଗରାଜଙ୍କୁ ଶ୍ରୀଜଗନ୍ନାଥ ଚେତନା ପ୍ରଚାରକ ସମ୍ମାନରେ ସମ୍ମାନିତ […]









