ଆହୁରି ଥରିବେ ଲୋକେ, ସପ୍ତାହ ଯାଏ ରାଜ୍ୟରେ ବଢିବ ଶୀତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ୱର ୦୪।୧୨ : ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ଶୀତ ବଢିବ । ପରେ ତାପମାତ୍ରା ଧୀରେ ଧୀରେ କମିବ । କେନ୍ଦ୍ରୀୟ ଭାରତରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ୭ ତାରିଖ ଯାଏ ରହିବ । ଦିନରେ ପାଗ ଖରାଟିଆ […]









