ଝାରବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, କହିଲେ ଆପଣମାନଙ୍କ ହକ୍ ପାଇଁ ମୁଁ ଲଢୁଥିବି
ପଦ୍ମପୁର ୦୨/୧୨: ଆସନ୍ତା ୫ରେ ପଦ୍ମପୁର ଉପ-ନିର୍ବାଚନ । ଏଥିପାଇଁ ସବୁ ଦଳ ମୈଦାନରେ ଜୋରଦାର ପ୍ରଚାର କରୁଛନ୍ତି । ତେବେ ବିଜେଡି ପ୍ରାର୍ଥୀ ବର୍ଷା ରଞ୍ଜନ ସିଂହ ବରିହାଙ୍କ ପାଇଁ ଆଜି ପ୍ରଚାର କରୁଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଝାରବନ୍ଧ ସଭାସ୍ଥଳରେ ପହଞ୍ଚି ବର୍ଷାଙ୍କ ପାଇଁ ଭୋଟ୍ ଅପିଲ୍ କରୁଛନ୍ତି । ଆଜି ଝାରବନ୍ଧ ସଭାସ୍ଥଳରେ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଅଭିଭାଷଣ ଦେଇଥିଲେ । ପ୍ରଭୁ ନରସିଂହ ନାଥରୁ […]









