ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ, ଡିଏଫଓ ଓ ରୋଷେୟାଙ୍କୁ ସମନ କଲେ ପାରଳାଖେମୁଣ୍ଡି ଏସଡିଜେଏମ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଦଫାରେ ବିଚାର ହେବ। ସୌମ୍ୟଙ୍କ ବାପା ଅଭିରାମ […]









