ପାରାଦୀପ ବନ୍ଦରରେ ଲାଗିଲା ଯୁଦ୍ଧ ଜାହାଜ, ଦୁଇ ଦିନିଆ ସ୍ୱାସ୍ଥ୍ୟ ଶିବିର କରିବ ନୌସେନା
ପାରାଦୀପ ୨୨।୧୧ : ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଲାଗିଲା ଯୁଦ୍ଧ ଜାହାଜ। ଏହି ବିଶାଳକାୟ ଯୁଦ୍ଧ ଜାହାଜ ଆଇଏନ୍ଏସ୍ ଘଡିଆଲ ବନ୍ଦରରେ ଲାଗିଛି। ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ନୌସେନା ପକ୍ଷରୁ ଦୁଇ ଦିନିଆ ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଛି। ଏହାଦ୍ଵାରା ପାରାଦୀପର ବିଭିନ୍ନ ଲୋକ ସ୍ଵାସ୍ଥ୍ୟ ସୁବିଧା ପାଇପାରିବେ। ଖବର ଅନୁଯାୟୀ, ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ଥିବା ଏଫ୍ବି ୨ ବର୍ଥରେ ଏହି ଯୁଦ୍ଧ ଜାହାଜ ଲାଗିଛି। ଲୋକମାନେ ନିଷିଦ୍ଧାଞ୍ଚଳ ମଧ୍ୟକୁ ଯାଇ ନିଜ ସ୍ୱାସ୍ଥ୍ୟ […]









