OAS ସ୍ତରରେ ଅଦଳବଦଳ, ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର ୧୯।୧୧ : ଓଡ଼ିଶା ପ୍ରାଶାସନିକ ସେବା (ଓଏଏସ୍)ର ୫ଜଣ ଅଧିକାରୀଙ୍କ ବଦଳି କରାଯାଇଛି । ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ପୂର୍ବତନ ସଚିବ ତଥା ଏବେ ସାଧାରଣ ପ୍ରଶାସନ ବିଭାଗର ଯୋଗ ଦେଇଥିବା ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଜଙ୍ଗଲ ବିଭାଗ ଅତିରିକ୍ତ ସଚିବ ମଧୁସୂଦନ ଦାସଙ୍କୁ […]









