ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ବଢିଲା ସସପେନ୍ସ
ନିଆଳି ୨୫/୧୦: କଟକ ଜିଲ୍ଲା ଓଲଟପୁର ଥାନା ଅଡ଼ଶପୁର ଠାରେ ଥିବା ଦେବକି ହଷ୍ଟେଲରେ ଜଣେ ଛାତ୍ରୀଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ପାରିପାର୍ଶିକ ସ୍ଥିତିକୁ ଦେଖି ଝିଅକୁ ହଷ୍ଟେଲ କର୍ତ୍ତୃପକ୍ଷ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ଝିଅର ବଡବାପା । ଘଟଣାରେ ଓଲଟପୁର ପୋଲିସ ତଦନ୍ତ ଆରମ୍ଭ କରିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହେବ । ସୂଚନା ଥାଉକି, ମୃତ ଛାତ୍ରୀ ଜଣଙ୍କ ହେଉଛନ୍ତି […]