ଏସ୍କର୍ଟ ସର୍ଭିସ୍ ନାଁରେ ସେକ୍ସ୍ କାରବାର, ଜଣେ ଯୁବତୀଙ୍କ ସମେତ ୪ ଗିରଫ
ଭୁବନେଶ୍ୱର, ୦୪/୧୦: ଏସ୍କର୍ଟ ସର୍ଭିସ୍ ନାଁରେ ସେକ୍ସ୍ କାରବାର । ଆଉ ଏହାକୁ ଅପରେଟ୍ କରୁଥିଲେ ଝିଅ । ଦେହ ବ୍ୟବସାୟ ପାଇଁ ଜଣେ ଯୁବକଙ୍କ ଠାରୁ ୨୭ ହଜାର ଟଙ୍କାରୁ ଅଧିକ ଠକିଥିଲା ଏହି ଯୁବତୀ । ପୂର୍ବରୁ ୯ରୁ ଅଧିକ ଲୋକଙ୍କୁ ଯୁବତୀ ଠକିଥିବା ଜଣାପଡ଼ିଛି । ରୁମ୍ ବୁକ୍ କରିବା ସହିତ ସେମାନଙ୍କ ଠାରୁ ଟଙ୍କା ନିଅନ୍ତି । ହେଲେ ରୁମକୁ ଗଲା ପରେ କୌଣସି ଝିଅ ନଥାନ୍ତି । ଏହି ଘଟଣାରେ […]