ଦୁର୍ଘଟଣାରେ ୭ ଭୂଷଣ କର୍ମଚାରୀ ମୃତ
ଝାରସୁଗୁଡ଼ା/ବୁର୍ଲା : ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେର ଝାରସୁଗୁଡ଼ା ଏକ୍ସନ ଇସ୍ପାତ ଛକ ପାଖ ନିଖିଳ ଢାବା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରାଜେନ୍ଦ୍ର ତିୱାରୀ, ଶେର୍ ବାହାଦୁର, ବ୍ରିକ୍ପାଲ ସିଂ, ପଙ୍କଜ ଝା, ଧନକୁମାର ରାୟ, ରାଜେଶ କୁମାର ସିଂ ଓ ସୂରଜ ଠାକୁର। ସେମାନେ ସମସ୍ତେ ରାଜ୍ୟ ବାହାରର ବାସିନ୍ଦା ହୋଇଥିବା ବେଳେ ଝାରସୁଗୁଡ଼ାରେ ଘରଭଡ଼ା ନେଇ ରହୁଥିଲେ […]