ବିଜେବି ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣା : ତଦନ୍ତ ପାଇଁ ଇନକ୍ବାରୀ ଟିମ୍ ଗଠନ
ଭୁବନେଶ୍ବର ୪।୭: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି କଲେଜ ଅଧ୍ୟକ୍ଷ ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରୁଚିକା ଆତ୍ମହତ୍ୟା ଘଟଣାର ତଦନ୍ତ ପାଇଁ ଇନକ୍ବାରୀ ଟିମ୍ ଗଠନ ହୋଇଛି । ଟିମ୍ରେ କଲେଜର ୭ ଜଣ ସଦସ୍ୟ ଅଛନ୍ତି । ପୋଲିସକୁ ସମ୍ପୂର୍ଣ୍ଣ ସହଯୋଗ କରାଯାଉଛି । ସେପଟେ ସୋମବାର ହେବାକୁ ଥିବା ଯୁକ୍ତ ୩ ଶେଷ ବର୍ଷ ପରୀକ୍ଷା ରହିଥିଲା । ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । […]