ଦୁଇ କିନ୍ନର ଗୋଷ୍ଠୀଙ୍କ ଗଣ୍ଡଗୋଳ ଘଟଣା, ୪ ଅଟକ
ଭଦ୍ରକ ୦୩।୦୭: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଆକ୍ରମଣ ଘଟଣା । ପୋଲିସ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି । ଏବେ ଯାଏଁ ୪ଜଣ କିନ୍ନରଙ୍କୁ ଅଟକ ରଖିଥିବା ଜଣାପଡିଛି । ତେବେ ଯଦି ସେମାନଙ୍କରେ ଏହି ମାର୍ପିଟ୍ ଘଟଣାରେ ସଂପୃକ୍ତି ଜଣାପଡେ, ତେବେ ଆଗକୁ ଗିରଫଦାରୀ ସଂଖ୍ୟା ବଢିବାର ସମ୍ଭାବନ ମଧ୍ୟ ରହିଛି । ଖବର ଅନୁଯାୟୀ, ସୀମା ବିବାଦ , ଟ୍ରେନ୍ରେ ବ୍ୟାଗିଙ୍ଗ ଓ ଟୋଲ୍ ଗେଟ୍ରେ ଟଙ୍କା ସଂଗ୍ରହକୁ ନେଇ […]