ଯୁକ୍ତ୨ ପରୀକ୍ଷା: ଆଡମିଟ୍ କାର୍ଡ ଜାରି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଫେବ୍ରୁଆରି ପହିଲାରୁ ଆରମ୍ଭ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ପୂର୍ବରୁ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଜାରି ହୋଇଛି। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଦୂରନିରନ୍ତର ଶିକ୍ଷାରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଉଚ୍ଚ […]









