ଧର୍ମ

ଶନି ଦଶା ପାଇଁ ଚିନ୍ତିତ କି ? ଅବଲମ୍ବନ କରନ୍ତୁ ଏହି ଉପାୟ, ମିଳିବ ଶନିଙ୍କ କୃପା

ଭୁବନେଶ୍ୱର : ଶନି ଗ୍ରହ ସାଧାରଣତଃ ସମସ୍ତଙ୍କୁ ଭୟଭୀତ କରିଥାନ୍ତି | ସବୁ ଗ୍ରହମାନଙ୍କ ମଧ୍ୟରେ ଶନି ଗ୍ରହ ସମସ୍ତଙ୍କ ଠାରୁ ଧୀରେ ଚାଲନ୍ତି | ବୈଦିକ ଜ୍ୟୋତିଷଶାସ୍ତ୍ରରେ ଶନିଙ୍କ ବିଶେଷ ମହତ୍ୱ ରହିଛି | କୁଣ୍ଡଳୀରେ ଶନି ଶୁଭ ସ୍ଥାନରେ ଥିଲେ ବ୍ୟକ୍ତି ଭିକାରୀରୁ ରାଜା ପାଲଟିଯାଏ | ଶନି ଯଦି କୁଣ୍ଡଳୀର ଅଶୁଭ ସ୍ଥାନରେ ଥାଆନ୍ତି ତାହେଲେ ବ୍ୟକ୍ତିଙ୍କୁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡେ | କୁଣ୍ଡଳୀରେ ଶନିଙ୍କ ସ୍ଥିତିକୁ ଶୁଭ କରିବା […]