ଯୋରନ୍ଦା ମେଳା ପାଇଁ ବାଟ ଫିଟିଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଯୋରନ୍ଦା : କୌପୀନଧାରୀ ମହିମା ସମାଜ ଓ ବଳ୍କଳଧାରୀ ସମାଜ ମଧ୍ୟରେ ବିବାଦ ଯୋଗୁ ପ୍ରସିଦ୍ଧ ଯୋରନ୍ଦା ମେଳା ଠିକ୍ଭାବେ ପାଳନ ହେବକି ନାହିଁ ଯେଉଁ ଆଶଙ୍କା ଦେଖାଦେଇଥିଲା, ତା’ର ଅବସାନ ଘଟିଛି। ଆଜି ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ବୈଠକରେ ଉଭୟ […]









