ହାତୀ ମୃତ୍ୟୁକୁ ନେଇ ହାଇକୋର୍ଟ କଠୋର: ‘ଆକ୍ସନ୍ ପ୍ଲାନ୍’ ତୁରନ୍ତ କାର୍ଯ୍ୟକାରୀ କର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ହାତୀ ମୃତ୍ୟୁ ଜାରି ରହିଛି। ଏହି ପ୍ରସଙ୍ଗରେ ଆଜି ହାଇକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଡକ୍ଟର୍ ଜଷ୍ଟିସ୍ ଏସ୍. ମୁରଲୀଧର ଓ […]









