ଅଯୋଗ୍ୟ ହିତାଧିକାରୀଙ୍କୁ ନେଇ ତେଜୁଛି ଅସନ୍ତୋଷ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭଦ୍ରକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ତାଲିକାକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ପ୍ରକାଶିତ ତାଲିକାରେ ଅଯୋଗ୍ୟ ହିତାଧିକାରୀଙ୍କୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ଆବାସ ଯୋଜନାରେ ହିତାଧିକାରୀ ଚୟନ ମାପଦଣ୍ଡକୁ ନେଇ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରଶ୍ନ ଉଠାଇଛନ୍ତି। […]









