ଭିଜିଲାନ୍ସ ଜାଲରେ ଖଡ଼ିଆଳ ବିଡିଓ: ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ଉ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଡ଼ିଆଳ ବିଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି। ମିଳିଥିବା ସୂଚନାରୁ ଜଣା ପଡ଼ିଛି ଯେ ସମ୍ବଲପୁର ଭିଜିଲାନ୍ସ […]









