ଖୋଲିଲା ଭିତରକନିକା: ପ୍ରଥମ ଦିନରେ ୧୩୮୦ ପର୍ଯ୍ୟଟକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ ରାଜନଗର : ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ରବିବାରଠାରୁ ଖୋଲିଛି। ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଚଳିତମାସ ୪ ତାରିଖ ଠାରୁ ୧୪ ତାରିଖ ଯାଏ ୧୧ଦିନ ଧରି ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ […]









