ଆଜି ସୁପ୍ରିମକୋର୍ଟରେ ଚିଟଫଣ୍ଡ ମାମଲା ଶୁଣାଣି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ଆଜି ସୁପ୍ରିମକୋର୍ଟରେ ଓଡ଼ିଶାର ଚିଟଫଣ୍ଡ ଦୁର୍ନୀତି ସଂପର୍କୀତ ମାମଲାର ଶୁଣାଣି ହେବ। ବିଚାରପତି ଜଷ୍ଟିସ୍ ଏମ୍.ଆର୍ ଶାହା ଓ ବିଚାରପତି ଜଷ୍ଟିସ୍ ସି.ଟି ରବିକୁମାରଙ୍କ ଖଣ୍ଡପୀଠ ଏହାର ଶୁଣାଣି କରିବେ। ଶୁଣାଣି ପୂର୍ବରୁ ଆଜି ସଂଧ୍ୟାରେ ଏହି ମାମଲାରେ […]









