ବଜାରରେ ନକଲି ଔଷଧ ହାଉଯାଉ
କଟକ : ବଜାରରେ ଛାଇ ଯାଇଛି ନକଲି ଔଷଧ। ବିଶେଷକରି କୋଭିଡ୍ ମହାମାରୀ ଆରମ୍ଭ ପରଠାରୁ ଔଷଧ ବ୍ୟବସାୟ ଆକାଶଛୁଆଁ ହୋଇଥିବା ବେଳେ ଚାହିଦାର ଫାଇଦା ନେବାକୁ ଉଦ୍ୟମ କରି ଆସିଛନ୍ତି ଅସାଧୁ ବ୍ୟବସାୟୀ। ଏବେ ସ୍ଥିତି ଏମିତି ଯେ ଅଧିକାଂଶ ବିଶ୍ବାସ ଆଉ ଭରସାଯୋଗ୍ୟ ଔଷଧର ନକଲି ପ୍ରସ୍ତୁତ କରାଯାଇ ବଜାରକୁ ଛଡ଼ା ଯାଇଥିବା ସନ୍ଦେହ କରାଯାଉଛି। ହେଲେ, କୌଣସି ପ୍ରକାର ତଥ୍ୟ ପ୍ରମାଣ ଆଉ ନିଷ୍କର୍ସରେ କର୍ତ୍ତୃପକ୍ଷ ପହଞ୍ଚି ପାରୁ ନଥିବାରୁ ଏବେ ସନ୍ଦେହରେ […]









