ମାଲକାନଗିରି ସୀମାନ୍ତରେ ପୁଲିସ- ନକ୍ସଲ ଗୁଳିବିନିମୟ: ଜଣେ ନକ୍ସଲ ମୃତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଲିସ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଛି। ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ୱେବ ଡିଆରଜି ଟିମ ମିରତୁର ଥାନା ଅନ୍ତର୍ଗତ ତିମେନର ଏବଂ ପରୋବଡା ଜଙ୍ଗଲରେ କୁମ୍ବିଂ କରୁଥିବା ବେଳେ ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲ ଛାତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ସର୍ଚ୍ଚ ଅପରେସନ କରୁଥିବା […]









