ରାଜଧାନୀରୁ ୪ ଲୁଟେରା ଗିରଫ, ୧୭୦ ଗ୍ରାମ ସୁନା ଜବତ
ଭୁବନେଶ୍ୱର ୨୮।୧୧ : ରାଜଧାନୀରୁ ୪ ଲୁଟେରା ଗିରଫ । ଭୁବନେଶ୍ୱର ଲିଙ୍ଗରାଜ ଥାନା ପୋଲିସ ଏହି ୪ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୧୭୦ ଗ୍ରାମର ସୁନା ଅଳଙ୍କାର ସହ ୨ଟି ବାଇକ୍ ଏବଂ ୪ ମୋବାଇଲ ଜବତ ହୋଇଛି । ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ଖବର ଅନୁଯାୟୀ, କିଛି ଦିନ ହେବା ରାଜଧାନୀର ବିଭିନ୍ନ ସ୍ଥାନରେ ଲୁଟ୍ ନେଇ ବାରମ୍ବାର ଅଭିଯୋଗ ଆସୁଥିଲା । ପୋଲିସ […]









