ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ ! ବାପାଙ୍କୁ ପିଟି ପିଟି ମାରିଦେଲେ ପୁଅ-ଝିଅ-ସ୍ତ୍ରୀ
ଚାନ୍ଦବାଲି ୨୪।୧୧ : ବାପାକୁ ପିଟି ପିଟି ମାରିଦେଲେ ପୁଅ-ଝିଅ ଏବଂ ସ୍ତ୍ରୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୁରୀହାଟ ଥାନା ଦୌଲତପୁର ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ବ୍ୟକ୍ତିଙ୍କ ନାମ ବାବୁଆ ଦାସ ବୋଲି ଜଣାପଡିଛି । ଖବର ଅନୁଯାୟୀ, ବାବୁଆ ଦାସ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଅନେକ ସମୟରେ ଝଗଡା ହୋଇଥାଏ l ଅନେକ ସମୟରେ ବାବୁଆଙ୍କ ସ୍ତ୍ରୀ ବାବୁଆଙ୍କ ପାଖରେ ନରହି ବାପ ଘରକୁ ଚାଲିଯାଆନ୍ତି । […]









