ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେ ଶୀତ ଲହରୀ
ଫୁଲବାଣୀ ୨୦/୧୧; ଫୁଲବାଣୀରେ ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଲା ପାରଦ। ଗତ ଦୁଇ ତିନି ଦିନ ହେବ କନ୍ଧମାଳରେ ପ୍ରବଳ ଶୀତ ଅନୁଭବ ହେଉଛି। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି। ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ତାପମାତ୍ରା ମଧ୍ୟ ୧୦ […]









