ଘରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ, ସ୍ୱାମୀଙ୍କ ନାଁରେ ହତ୍ୟା ଅଭିଯୋଗ
ବାରିପଦା ୧୨।୧୧ : ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ । ସ୍ୱାମୀ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ । ବାରିପଦା ଟାଉନ୍ ଥାନା ହାଉସ୍କୁଲ ପାଖ ଓ୍ୱାର୍ଡ ନଂ ୪ରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମୃତ ମହିଳା ସସ୍ମିତ ଜେନା ଓ ସ୍ୱାମୀ ମନୋଜ କୁମାର ଜେନାଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା । ଏପିରିକି ମନୋଜ ନିଜ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ […]









