ପୂଜା ପେଣ୍ଡାଲରେ ମହିଷାସୁର ବଦଳରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମା, ବିବାଦ ପରେ ହଟିଲା ମୂର୍ତ୍ତି
ପଶ୍ଚିମବଙ୍ଗ ୦୩/୧୦: କୋଲକାତାର ଦୁର୍ଗା ପୂଜା ଅଭାବନୀୟ ଘଟଣା । ପୂଜା ପେଣ୍ଡାଲରେ ମହିଷାସୁରଙ୍କ ସ୍ଥାନରେ ସ୍ଥାନ ପାଇଥିଲା ମହାତ୍ମା ଗାନ୍ଧୀଙ୍କ ଏକ ପ୍ରତିମୂର୍ତ୍ତି । ଜାତିର ପିତାଙ୍କ ଜନ୍ମଦିବସରେ ତାଙ୍କୁ ଏପରି ଚିତ୍ରିତ କରାଯାଇଛି । ଯାହା ହାସ୍ୟାସ୍ପଦ ବୋଲି ଚର୍ଚ୍ଚା ହେଉଛି । ଦକ୍ଷିଣ ପଶ୍ଚିମ କୋଲକାତାର ରୁବି କ୍ରସିଂ ନିକଟରେ ଅଲ ଇଣ୍ଡିଆ ହିନ୍ଦୁ ମହାସଭା ପୂଜା ଆୟୋଜକମାନେ ଅଭିଯୋଗ କରିବା ପରେ ପୋଲିସର ନିର୍ଦ୍ଦେଶ ଅନୁଯାୟୀ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ବଦଳାଇ ଦିଆଯାଇଛି […]